ଉଇକିପାଠାଗାର
orwikisource
https://or.wikisource.org/wiki/%E0%AC%AA%E0%AD%8D%E0%AC%B0%E0%AC%A7%E0%AC%BE%E0%AC%A8_%E0%AC%AA%E0%AD%83%E0%AC%B7%E0%AD%8D%E0%AC%A0%E0%AC%BE
MediaWiki 1.39.0-wmf.21
first-letter
ମାଧ୍ୟମ
ବିଶେଷ
ଆଲୋଚନା
ବ୍ୟବହାରକାରୀ
ବ୍ୟବହାରକାରୀଙ୍କ ଆଲୋଚନା
ଉଇକିପାଠାଗାର
ଉଇକିପାଠାଗାର ଆଲୋଚନା
ଫାଇଲ
ଫାଇଲ ଆଲୋଚନା
ମିଡ଼ିଆଉଇକି
ମିଡ଼ିଆଉଇକି ଆଲୋଚନା
ଛାଞ୍ଚ
ଛାଞ୍ଚ ଆଲୋଚନା
ସହଯୋଗ
ସହଯୋଗ ଆଲୋଚନା
ଶ୍ରେଣୀ
ଶ୍ରେଣୀ ଆଲୋଚନା
ପୃଷ୍ଠା
ପୃଷ୍ଠା ଆଲୋଚନା
ସୂଚୀ
ସୂଚୀ ଆଲୋଚନା
TimedText
TimedText talk
ମଡ୍ୟୁଲ
ମଡ୍ୟୁଲ ଆଲୋଚନା
ଗ୍ୟାଜେଟ
ଗ୍ୟାଜେଟ ଆଲୋଚନା
ଗ୍ୟାଜେଟ ସଂଜ୍ଞା
ଗ୍ୟାଜେଟ ସଂଜ୍ଞା ଆଲୋଚନା
ପୃଷ୍ଠା:Aama Odia Byakarana.pdf/୩୦
250
7976
54000
51625
2022-07-23T10:30:51Z
2409:4062:2287:98BF:494A:8616:26B8:8692
proofread-page
text/x-wiki
<noinclude><pagequality level="4" user="Ssgapu22" /></noinclude>'''କାହାକୁ, କଅଣ ?'''
{{gap}}(କ) ଶିକ୍ଷକ ଛାତ୍ରଟିକୁ ବୁଝାଇଦେଲେ ।

{{gap}}(ଖ) ରତ୍ନା ଫୁଲଗଛ ଲଗାଉଛି ।
{{gap}}ପ୍ରଥମ ବାକ୍ୟରେ ‘ବୁଝାଇଦେଲେ’ କ୍ରିୟାପଦ ଏବଂ ଦ୍ୱିତୀୟ ବାକ୍ୟରେ ‘ଲଗାଉଛି’ କ୍ରିୟାପଦ । ଆମେ କ୍ରିୟାପଦର ମୂଳରେ କାହାକୁ ବା କଅଣ ଲଗାଇ ପ୍ରଶ୍ନ କରିବା ଏବଂ ଉତ୍ତରରେ କି କି ପଦ ମିଳୁଛି, ଦେଖିବା ।

{| style="width: 80%; text-align:left;"

| ପ୍ରଶ୍ନ || ଉତ୍ତର

| କାହାକୁ ବୁଝାଇଦେଲେ ? || ଛାତ୍ରଟିକୁ

| କଅଣ ଲଗାଉଛି ? || ଫୁଲଗଛ (ଫୁଲଗଛକୁ)

{{gap}}କ୍ରିୟାପଦର ପୂର୍ବରୁ କାହାକୁ ବା କଅଣ ଲଗାଇ ପ୍ରଶ୍ନ କଲେ ଉତ୍ତରରେ ଯେଉଁ ପଦ ମିଳେ, ତାହା କର୍ମକାରକ ।
{{gap}}ଉପର ବାକ୍ୟ ଦୁଇଟିରେ ‘ଛାତ୍ରଟିକୁ’ ଏବଂ ‘ଫୁଲଗଛ’ କର୍ମକାରକ ।
{{gap}}ତୁମେ ନିମ୍ନଲିଖିତ ବାକ୍ୟଗୁଡ଼ିକରେ କର୍ମକାରକ ଚିହ୍ନାଅ ।
{{gap}}(କ) ଶିଳ୍ପୀମାନେ କୋଣାର୍କ ମନ୍ଦିର ଗଢ଼ିଥିଲେ ।

{{gap}}(ଖ) ମଣିଷ ବିପଦବେଳେ ଈଶ୍ୱରଙ୍କୁ ଡାକେ ।

{{gap}}(ଗ) ହରି ହାଟରେ କଦଳୀ ବିକିଲା ।

{{gap}}(ଘ) ମୁଁ ମୁମ୍ବାଇ ଗଲେ ତୁମକୁ କହିବି ।

{{gap}}(ଙ) ସେ ପ୍ରତିିଦିନ ସକାଳେ ଖବରକାଗଜ ପଢ଼ନ୍ତି ।
{{Css image crop
|Image = Aama_Odia_Byakarana.pdf
|Page = 30
|bSize = 432
|cWidth = 56
|cHeight = 15
|oTop = 455
|oLeft = 198
|Location = center
|Description =
}}<noinclude>{{left|'''୩୨ ■ ଆମ ଓଡ଼ିଆ ବ୍ୟାକରଣ'''}}</noinclude>
33exx0h5tjm1tqqm13xm6t56bnlxr4l
ପୃଷ୍ଠା:Sri Jagannath (MM Tripathy, 2012, 3e. 2014).pdf/୧୦
250
11339
53998
53972
2022-07-22T16:00:22Z
Ssgapu22
248
proofread-page
text/x-wiki
<noinclude><pagequality level="3" user="Ssgapu22" /></noinclude>{{gap}}'''ସ୍ମ'''ରଣାତୀତ କାଳରୁ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଆବିର୍ଭୂତ ହୋଇଛନ୍ତି ।
ଏହି ପରମପାବନ କ୍ଷେତ୍ର ଯେ ପୃଥିବୀର ଏକ ପ୍ରାଚୀନ ଧର୍ମପୀଠ- ଏହା ବିନା ଦ୍ୱିଧାରେ
କୁହାଯାଇପାରେ । କିନ୍ତୁ ଏହି କ୍ଷେତ୍ରର ମୁଖ୍ୟ ଅଧିଷ୍ଠାତା ଦେବତା ଶ୍ରୀଜଗନ୍ନାଥଙ୍କର ଇତିବୃତ୍ତ
ଅଦ୍ୟାବଧି ରହସ୍ୟାବୃତ ହୋଇ ରହି ଆସିଛି । ବିଭିନ୍ନ ପୁରାଣ, କିମ୍ୱଦନ୍ତୀ ଓ ଇତିହାସ ସେ ରହସ୍ୟ
ଭେଦକରି ପାରି ନାହାନ୍ତି ।
{{gap}}କଥାରେ କୁହାଯାଇଛି, ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ରହସ୍ୟ ଦେବଗଣଙ୍କୁ ମଧ୍ୟ ଅଗୋଚର;
ସାଧାରଣ ମାନବ ପକ୍ଷେ ସେ ରହସ୍ୟ ଭେଦ କରିବା ଅସମ୍ଭବ । ଶ୍ରୀଜଗନ୍ନାଥ ବେଦବର୍ଣ୍ଣିତ ବିରାଟ
ପୁରୁଷଙ୍କ ପ୍ରତୀକ ବିଗ୍ରହ । ସେ ଦୁର୍ବୋଧ୍ୟ, ଉପନିଷଦ ଦର୍ଶନର ମୂର୍ତ୍ତିମନ୍ତ ବିଗ୍ରହ ।
{{gap}}ପୁରୀର ନାମ ହୁଏତ ଦିନେ ଥିଲା ପୁରୁଷୋତ୍ତମ-ପୁରୀ ଓ ଜଗନ୍ନାଥ-ପୁରୀ । ନାମ
ସଂକ୍ଷିପ୍ତୀକରଣ ପ୍ରକ୍ରିୟାରେ ହୋଇଗଲା 'ପୁରୀ' । ଏହାର ଅନ୍ୟାନ୍ୟ କେତୋଟି ନାମ ହେଲା- ଶ୍ରୀକ୍ଷେତ୍ର, ନୀଳାଚଳ କ୍ଷେତ୍ର, ନୀଳାଚଳ ଧାମ, ଶଙ୍ଖକ୍ଷେତ୍ର, ପୁରୁଷୋତ୍ତମ କ୍ଷେତ୍ର, ପୁରୁଷୋତ୍ତମ
ଧାମ, ନୀଳାଦ୍ରି । ବ୍ରିଟିଶ୍ ଶାସନ ସମୟର ସରକାରୀ ନଥିପତ୍ରରେ ଠାଏ ଠାଏ ପୁରୀ ଜାଗାରେ
'ଜଗନ୍ନାଥ' ଶବ୍ଦ ବ୍ୟବହୃତ ହୋଇଛି । ଉଭୟ ଶବ୍ଦ ହୋଇଯାଇଛି ସମାର୍ଥକ ।
{{gap}}ପୁର ଓ ପୁରୀ ଶବ୍ଦର ଅନେକ ଅର୍ଥ ରହିଛି । ପୁର ଅର୍ଥ ଗୃହ, ଦେଶ, ନଗର, ଦେହ ଇତ୍ୟାଦି ।
ଆତ୍ମା ସମସ୍ତ ପ୍ରାଣୀଙ୍କର ପୁରରେ ଅର୍ଥାତ୍ ଦେହରେ ଅବସ୍ଥାନ କରେ ବା ତାହାକୁ ପୂର୍ଣ୍ଣ କରି ରହେ
ବା ସେଥିରେ ଶୟନ କରେ । ତେଣୁ ଆତ୍ମାକୁ 'ପୁରୁଷ' କୁହାଯାଏ । ପୁରୁଷ ଉତ୍ତମ, ପୁରୁଷୋତ୍ତମ- ଜଗନ୍ନାଥଙ୍କ ପୁର ହେତୁ ଏହି ଧାମର ନାମ ପୁରୁଷୋତ୍ତମପୁରୀ ବା ସଂକ୍ଷେପରେ ପୁରୀ ହୋଇଥିବ ।
{{gap}}ପୁରୀ ଶବ୍ଦକୁ ନେଇ ଭାଷାତତ୍ତ୍ୱବିତ୍ ଓ ଗବେଷକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ମତ ରହିଛି ।
ପ୍ରଫେସର ପଞ୍ଚାନନ ମହାନ୍ତି 'ପୁରୀ' ଶବ୍ଦର ବ୍ୟାଖ୍ୟା କରିଛନ୍ତି । ସେ କହିଛନ୍ତି ଯେ ଓଡ଼ିଶା
ଗୋଟିଏ ଆଦିବାସୀ ମୁଣ୍ଡାଭାଷୀ ଅଧ୍ୟୁଷିତ ରାଜ୍ୟ । ସମୁଦାୟ ପ୍ରାୟ ୧୨ଗୋଟି ମୁଣ୍ଡା ଭାଷା
ମଧ୍ୟରୁ ଅନ୍ୟୂନ ଦଶଗୋଟି ଭାଷା ଓଡ଼ିଶାର ବିିଭିନ୍ନ ଅଞ୍ଚଳରେ କଥିତ ହୁଏ । ମହାପ୍ରଭୁ ଜଗନ୍ନାଥ
ମୁଖ୍ୟତଃ ଶବର ଦେବତା ଥିଲେ । ଶବରମାନେ ମୁଣ୍ଡା ଗୋଷ୍ଠୀର ଅନ୍ତର୍ଭୁକ୍ତ । ସାରଳା
ମହାଭାରତ ଅନୁଯାୟୀ, ନୀଳାଚଳ ଥିଲା ଗୋଟିଏ ଶବର ଅଧ୍ୟୁଷିତ କ୍ଷେତ୍ର । ପୁରୀରେ
ପ୍ରାଚୀନକାଳରେ ଶବରମାନେ ରାଜତ୍ୱ କରୁଥିଲେ ବୋଲି ଐତିହାସିକମାନେ ମଧ୍ୟ ମତ ପୋଷଣ<noinclude>{{right|ଶ୍ରୀଜଗନ୍ନାଥ ■ ୧୧}}</noinclude>
rd1qdas3x70zalzab4bvu44tdb7c5ls
ପୃଷ୍ଠା:Sri Jagannath (MM Tripathy, 2012, 3e. 2014).pdf/୧୧
250
11340
53992
53975
2022-07-22T15:45:09Z
Ssgapu22
248
proofread-page
text/x-wiki
<noinclude><pagequality level="1" user="Ssgapu22" /></noinclude>କରନ୍ତି ା ଏ ମତକୁ ଗ୍ରହଣ କଲେ, ଶବରମାନେ ଏ ସ୍ଥାନଟିର କିଛି ଗୋଟିଏ ନାମ ଦେଇିବେ
ଓ ସେହି ନାମଟି ଯେ ମୁଣ୍ଡା ଭାଷାର ଶବ୍ଦ ହୋଇିବ, ଏ କା ସ୍ୱୀକାର କରିବାକୁ ପଡ଼ିବ ା
ପ୍ରଫେସର ମହାନ୍ତି ବିଶ୍ୱାସ କରନ୍ତି ଯେ, ଏହି ପ୍ରାଚୀନ ନାମଟି "ପୁରୀ' ା କାରଣ ମୁଣ୍ଡା ଗୋଷ୍ଠୀର
ବିଭିନ୍ନ ଭାଷାରେ ଏହି ଶବ୍ଦ ଜଳାଶୟ ଓ ସମୁଦ୍ର ସହିତ ସଂପୃକ୍ତ ା ପୁରୀ ଗୋଟିଏ ମୁଣ୍ଡା ଭାଷାର
ଶବ୍ଦ ା ଏହି ଶବ୍ଦ ସମୁଦ୍ରପାଇଁ ବ୍ୟବହୃତ ହୋଇ ସମୟକ୍ରମେ ସମୁଦ୍ରକୂଳସ୍ଥିତ ସ୍ଥାନଟିର ନାମରେ
ପରିଣତ ହୋଇଯାଇଛି ା କିନ୍ତୁ ଅନ୍ୟ ଜଣେ ବିଦ୍ୱାନ ଗବେଷକ ପ୍ରଫେସର ଗଗନେନ୍ଦ୍ର ନା
ଦାଶଙ୍କ ମତରେ, ନାମ ସଂକ୍ଷିପ୍ତୀକରଣ ପ୍ରକ୍ରିୟା ମାଧ୍ୟମରେ "ପୁରୁଷୋତ୍ତମ-ପୁରୀ' ବା "ଜଗନ୍ନାପୁରୀ'ର ସଂକ୍ଷିପ୍ତ ରୂପ "ପୁରୀ' ହୋଇଛି ା
ଅନ୍ୟ ଦୃଷ୍ଟିରୁ ବିଚାର କଲେ, ଇଣ୍ଡୋନେସିଅାର ବାଲିଦ୍ୱୀପ ସହିତ ପ୍ରାଚୀନ ଉତ୍କଳର
ବାଣିଜ୍ୟ ସଂପର୍କ ରହିିଲା ା ଖ୍ରୀଷ୍ଟୀୟ ପ୍ରମ ଶତାବ୍ଦୀରେ ଭାରତୀୟ ସାଧବମାନେ ଏହି ଦ୍ୱୀପରେ
ପହଞ୍ଚିଯାଇିଲେ ା ପ୍ରାଚୀନ ଉତ୍କଳ ତା କଳିଙ୍ଗରୁ ବହୁ ସାଧବ ସେଠାକୁ ଯାଇିଲେ ା
ସେମାନଙ୍କ ସଂସ୍କୃ ତିର ପ୍ରଭାବ ସେଠାରେ ପଡ଼ିିଲା ା ବାଲିଦ୍ୱୀପରେ ଲୋକମାନେ ମନ୍ଦିରକୁ
"ପୁର' କହନ୍ତି ା ଏହାଛଡ଼ା ମନ୍ଦିରକୁ ପ୍ରାସାଦ ମଧ୍ୟ କୁହାଯାଏ ା ବାଲିଦ୍ୱୀପର "ପୁରବୈଶାଖୀ'
ମନ୍ଦିରକୁ ଠିକ୍ ପୁରୀର ଶ୍ରୀଜଗନ୍ନା ମନ୍ଦିର ଭଳି "ପ୍ରାସାଦ' କୁହାଯାଏ ା ଏିରୁ ସ୍ପଷ୍ଟ ଜଣାଯାଏ
ଯେ, ଏକଦା ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରକୁ "ପୁର' କୁହାଯାଉିଲା ା କାଳକ୍ରମେ ଏହାର ନିକଟବର୍ତ୍ତୀ
ଅଞ୍ଚଳ "ପୁରୀ' ନାମରେ ବିଖ୍ୟାତ ହେଲା ା
କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ "କୋଟିବ୍ରହ୍ମାଣ୍ଡ ସୁନ୍ଦରୀ' କାବ୍ୟରେ ପୁରୀର ଶ୍ରୀମନ୍ଦିରକୁ
"ପ୍ରାସାଦ' କୁହାଯାଇଛି ା
""ସ୍ନାନ ଗୁଣ୍ଡିଚା ଏ ବେନି ସ୍ୱୟଂ ଲୀଳା ଯାର
ପତିତପାବନ ଅେର୍ ପ୍ରାସାଦୁଁ ବାହାର ା''
ଜୀବଦେବାଚାର୍ଯ୍ୟ (ଷୋଡ଼ଶ ଶତାବ୍ଦୀର ଉତ୍କଳୀୟ କବି) ତାଙ୍କର ସଂସ୍କୃ ତ ରଚନା
"ଉତ୍ସାହବତୀ ରୂପକ'ରେ ଲେଖିଛନ୍ତି-""ଅସ୍ମିନ୍ ବସନ୍ତ ସମୟେ ପୁରୁଷୋତ୍ତମସ୍ୟ ପ୍ରାସାଦ... ା''
ଗଙ୍ଗ ବଂଶର ପ୍ରତଷ୍ଠ
ି ାତା ଚୋଡ଼ଗଙ୍ଗ ଦେବଙ୍କ ପ୍ରଦତ୍ତ ଏକ ଅଭିଲେଖରେ "ପ୍ରାସାଦ ପୁରେୁ ଷାତ୍ତମସ୍ୟ'
ବୋଲି ଉଲ୍ଲେଖ ଅଛି ା
ବ୍ରହ୍ମ ଦେଶର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ବିବରଣୀ (୧୯୧୬)ରୁ ଜଣାଯାଏ ଯେ, ସେଠାର
ପ୍ରାଚୀନ ପ୍ରୋମ୍ ଅଞ୍ଚଳର ନାମ ିଲ ା "ଶ୍ରୀକ୍ଷେତ୍ର' ା ଉତ୍କଳର ଉପନିବେଶକାରୀମାନେ
ବ୍ର ହ ୍ମ େ ଦଶର ପ୍ରେ ା ମ୍ ଅଞ୍ଚଳରେ ପରିବ୍ୟାପ୍ତ ହୋଇି େ ଲ ା ଖ୍ର ୀ ଷ୍ଟପୂ ବ ର୍ ଦୁ ଇ ଶହରେ
ଉତ୍କଳୀୟମାନେ ସେଠାରେ ଉପନିବେଶ ସ୍ଥାପନ କରିିଲେ ା "ପ୍ରୋମ୍' ନାମଟି ହୁଏତ "ପୁରମ୍'
(ପୁର) ଶବ୍ଦରୁ ସୃଷ୍ଟି ହୋଇିବ ା<noinclude>୧୨ ■ ଶ୍ରୀଜଗନ୍ନାଥ</noinclude>
5n1m4caa0c6hp37i684hcevxuxw78y9
53993
53992
2022-07-22T15:46:04Z
Ssgapu22
248
proofread-page
text/x-wiki
<noinclude><pagequality level="1" user="Ssgapu22" /></noinclude>କରନ୍ତି । ଏ ମତକୁ ଗ୍ରହଣ କଲେ, ଶବରମାନେ ଏ ସ୍ଥାନଟିର କିଛି ଗୋଟିଏ ନାମ ଦେଇିବେ
ଓ ସେହି ନାମଟି ଯେ ମୁଣ୍ଡା ଭାଷାର ଶବ୍ଦ ହୋଇିବ, ଏ କା ସ୍ୱୀକାର କରିବାକୁ ପଡ଼ିବ ।
ପ୍ରଫେସର ମହାନ୍ତି ବିଶ୍ୱାସ କରନ୍ତି ଯେ, ଏହି ପ୍ରାଚୀନ ନାମଟି "ପୁରୀ' । କାରଣ ମୁଣ୍ଡା ଗୋଷ୍ଠୀର
ବିଭିନ୍ନ ଭାଷାରେ ଏହି ଶବ୍ଦ ଜଳାଶୟ ଓ ସମୁଦ୍ର ସହିତ ସଂପୃକ୍ତ । ପୁରୀ ଗୋଟିଏ ମୁଣ୍ଡା ଭାଷାର
ଶବ୍ଦ । ଏହି ଶବ୍ଦ ସମୁଦ୍ରପାଇଁ ବ୍ୟବହୃତ ହୋଇ ସମୟକ୍ରମେ ସମୁଦ୍ରକୂଳସ୍ଥିତ ସ୍ଥାନଟିର ନାମରେ
ପରିଣତ ହୋଇଯାଇଛି । କିନ୍ତୁ ଅନ୍ୟ ଜଣେ ବିଦ୍ୱାନ ଗବେଷକ ପ୍ରଫେସର ଗଗନେନ୍ଦ୍ର ନା
ଦାଶଙ୍କ ମତରେ, ନାମ ସଂକ୍ଷିପ୍ତୀକରଣ ପ୍ରକ୍ରିୟା ମାଧ୍ୟମରେ "ପୁରୁଷୋତ୍ତମ-ପୁରୀ' ବା "ଜଗନ୍ନାପୁରୀ'ର ସଂକ୍ଷିପ୍ତ ରୂପ "ପୁରୀ' ହୋଇଛି ।
ଅନ୍ୟ ଦୃଷ୍ଟିରୁ ବିଚାର କଲେ, ଇଣ୍ଡୋନେସିଆର ବାଲିଦ୍ୱୀପ ସହିତ ପ୍ରାଚୀନ ଉତ୍କଳର
ବାଣିଜ୍ୟ ସଂପର୍କ ରହିିଲା । ଖ୍ରୀଷ୍ଟୀୟ ପ୍ରମ ଶତାବ୍ଦୀରେ ଭାରତୀୟ ସାଧବମାନେ ଏହି ଦ୍ୱୀପରେ
ପହଞ୍ଚିଯାଇିଲେ । ପ୍ରାଚୀନ ଉତ୍କଳ ତା କଳିଙ୍ଗରୁ ବହୁ ସାଧବ ସେଠାକୁ ଯାଇିଲେ ।
ସେମାନଙ୍କ ସଂସ୍କୃ ତିର ପ୍ରଭାବ ସେଠାରେ ପଡ଼ିିଲା । ବାଲିଦ୍ୱୀପରେ ଲୋକମାନେ ମନ୍ଦିରକୁ
"ପୁର' କହନ୍ତି । ଏହାଛଡ଼ା ମନ୍ଦିରକୁ ପ୍ରାସାଦ ମଧ୍ୟ କୁହାଯାଏ । ବାଲିଦ୍ୱୀପର "ପୁରବୈଶାଖୀ'
ମନ୍ଦିରକୁ ଠିକ୍ ପୁରୀର ଶ୍ରୀଜଗନ୍ନା ମନ୍ଦିର ଭଳି "ପ୍ରାସାଦ' କୁହାଯାଏ । ଏିରୁ ସ୍ପଷ୍ଟ ଜଣାଯାଏ
ଯେ, ଏକଦା ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରକୁ "ପୁର' କୁହାଯାଉିଲା । କାଳକ୍ରମେ ଏହାର ନିକଟବର୍ତ୍ତୀ
ଅଞ୍ଚଳ "ପୁରୀ' ନାମରେ ବିଖ୍ୟାତ ହେଲା ।
କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ "କୋଟିବ୍ରହ୍ମାଣ୍ଡ ସୁନ୍ଦରୀ' କାବ୍ୟରେ ପୁରୀର ଶ୍ରୀମନ୍ଦିରକୁ
"ପ୍ରାସାଦ' କୁହାଯାଇଛି ।
""ସ୍ନାନ ଗୁଣ୍ଡିଚା ଏ ବେନି ସ୍ୱୟଂ ଲୀଳା ଯାର
ପତିତପାବନ ଅେର୍ ପ୍ରାସାଦୁଁ ବାହାର ।''
ଜୀବଦେବାଚାର୍ଯ୍ୟ (ଷୋଡ଼ଶ ଶତାବ୍ଦୀର ଉତ୍କଳୀୟ କବି) ତାଙ୍କର ସଂସ୍କୃ ତ ରଚନା
"ଉତ୍ସାହବତୀ ରୂପକ'ରେ ଲେଖିଛନ୍ତି-""ଅସ୍ମିନ୍ ବସନ୍ତ ସମୟେ ପୁରୁଷୋତ୍ତମସ୍ୟ ପ୍ରାସାଦ... ।''
ଗଙ୍ଗ ବଂଶର ପ୍ରତଷ୍ଠ
ି ।ତା ଚୋଡ଼ଗଙ୍ଗ ଦେବଙ୍କ ପ୍ରଦତ୍ତ ଏକ ଅଭିଲେଖରେ "ପ୍ରାସାଦ ପୁରେୁ ଷାତ୍ତମସ୍ୟ'
ବୋଲି ଉଲ୍ଲେଖ ଅଛି ।
ବ୍ରହ୍ମ ଦେଶର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ବିବରଣୀ (୧୯୧୬)ରୁ ଜଣାଯାଏ ଯେ, ସେଠାର
ପ୍ରାଚୀନ ପ୍ରୋମ୍ ଅଞ୍ଚଳର ନାମ ିଲ । "ଶ୍ରୀକ୍ଷେତ୍ର' । ଉତ୍କଳର ଉପନିବେଶକାରୀମାନେ
ବ୍ର ହ ୍ମ େ ଦଶର ପ୍ରେ । ମ୍ ଅଞ୍ଚଳରେ ପରିବ୍ୟାପ୍ତ ହୋଇି େ ଲ । ଖ୍ର ୀ ଷ୍ଟପୂ ବ ର୍ ଦୁ ଇ ଶହରେ
ଉତ୍କଳୀୟମାନେ ସେଠାରେ ଉପନିବେଶ ସ୍ଥାପନ କରିିଲେ । "ପ୍ରୋମ୍' ନାମଟି ହୁଏତ "ପୁରମ୍'
(ପୁର) ଶବ୍ଦରୁ ସୃଷ୍ଟି ହୋଇିବ ।<noinclude>୧୨ ■ ଶ୍ରୀଜଗନ୍ନାଥ</noinclude>
fcjytn3kudcg4s58e0h1szrfd504s4q
53994
53993
2022-07-22T15:58:47Z
Ssgapu22
248
proofread-page
text/x-wiki
<noinclude><pagequality level="1" user="Ssgapu22" /></noinclude>କରନ୍ତି । ଏ ମତକୁ ଗ୍ରହଣ କଲେ, ଶବରମାନେ ଏ ସ୍ଥାନଟିର କିଛି ଗୋଟିଏ ନାମ ଦେଇଥିବେ
ଓ ସେହି ନାମଟି ଯେ ମୁଣ୍ଡା ଭାଷାର ଶବ୍ଦ ହୋଇଥିବ, ଏ କଥା ସ୍ୱୀକାର କରିବାକୁ ପଡ଼ିବ ।
ପ୍ରଫେସର ମହାନ୍ତି ବିଶ୍ୱାସ କରନ୍ତି ଯେ, ଏହି ପ୍ରାଚୀନ ନାମଟି 'ପୁରୀ' । କାରଣ ମୁଣ୍ଡା ଗୋଷ୍ଠୀର
ବିଭିନ୍ନ ଭାଷାରେ ଏହି ଶବ୍ଦ ଜଳାଶୟ ଓ ସମୁଦ୍ର ସହିତ ସଂପୃକ୍ତ । ପୁରୀ ଗୋଟିଏ ମୁଣ୍ଡା ଭାଷାର
ଶବ୍ଦ । ଏହି ଶବ୍ଦ ସମୁଦ୍ରପାଇଁ ବ୍ୟବହୃତ ହୋଇ ସମୟକ୍ରମେ ସମୁଦ୍ରକୂଳସ୍ଥିତ ସ୍ଥାନଟିର ନାମରେ
ପରିଣତ ହୋଇଯାଇଛି । କିନ୍ତୁ ଅନ୍ୟ ଜଣେ ବିଦ୍ୱାନ ଗବେଷକ ପ୍ରଫେସର ଗଗନେନ୍ଦ୍ର ନାଥ
ଦାଶଙ୍କ ମତରେ, ନାମ ସଂକ୍ଷିପ୍ତୀକରଣ ପ୍ରକ୍ରିୟା ମାଧ୍ୟମରେ 'ପୁରୁଷୋତ୍ତମ-ପୁରୀ' ବା 'ଜଗନ୍ନାଥପୁରୀ'ର ସଂକ୍ଷିପ୍ତ ରୂପ 'ପୁରୀ' ହୋଇଛି ।
ଅନ୍ୟ ଦୃଷ୍ଟିରୁ ବିଚାର କଲେ, ଇଣ୍ଡୋନେସିଆର ବାଲିଦ୍ୱୀପ ସହିତ ପ୍ରାଚୀନ ଉତ୍କଳର
ବାଣିଜ୍ୟ ସଂପର୍କ ରହିଥିଲା । ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀରେ ଭାରତୀୟ ସାଧବମାନେ ଏହି ଦ୍ୱୀପରେ
ପହଞ୍ଚିଯାଇଥିଲେ । ପ୍ରାଚୀନ ଉତ୍କଳ ତଥା କଳିଙ୍ଗରୁ ବହୁ ସାଧବ ସେଠାକୁ ଯାଇଥିଲେ ।
ସେମାନଙ୍କ ସଂସ୍କୃତିର ପ୍ରଭାବ ସେଠାରେ ପଡ଼ିିଲା । ବାଲିଦ୍ୱୀପରେ ଲୋକମାନେ ମନ୍ଦିରକୁ
'ପୁର' କହନ୍ତି । ଏହାଛଡ଼ା ମନ୍ଦିରକୁ ପ୍ରାସାଦ ମଧ୍ୟ କୁହାଯାଏ । ବାଲିଦ୍ୱୀପର 'ପୁରବୈଶାଖୀ'
ମନ୍ଦିରକୁ ଠିକ୍ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଭଳି 'ପ୍ରାସାଦ' କୁହାଯାଏ । ଏଥିରୁ ସ୍ପଷ୍ଟ ଜଣାଯାଏ
ଯେ, ଏକଦା ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରକୁ 'ପୁର' କୁହାଯାଉଥିଲା । କାଳକ୍ରମେ ଏହାର ନିକଟବର୍ତ୍ତୀ
ଅଞ୍ଚଳ 'ପୁରୀ' ନାମରେ ବିଖ୍ୟାତ ହେଲା ।
କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ 'କୋଟିବ୍ରହ୍ମାଣ୍ଡ ସୁନ୍ଦରୀ' କାବ୍ୟରେ ପୁରୀର ଶ୍ରୀମନ୍ଦିରକୁ
'ପ୍ରାସାଦ' କୁହାଯାଇଛି ।
"ସ୍ନାନ ଗୁଣ୍ଡିଚା ଏ ବେନି ସ୍ୱୟଂ ଲୀଳା ଯାର

ପତିତପାବନ ଅର୍ଥ ପ୍ରାସାଦୁଁ ବାହାର ।"
ଜୀବଦେବାଚାର୍ଯ୍ୟ (ଷୋଡ଼ଶ ଶତାବ୍ଦୀର ଉତ୍କଳୀୟ କବି) ତାଙ୍କର ସଂସ୍କୃତ ରଚନା
'ଉତ୍ସାହବତୀ ରୂପକ'ରେ ଲେଖିଛନ୍ତି- "ଅସ୍ମିନ୍ ବସନ୍ତ ସମୟେ ପୁରୁଷୋତ୍ତମସ୍ୟ ପ୍ରାସାଦ... ।"
ଗଙ୍ଗ ବଂଶର ପ୍ରତଷ୍ଠିତା ଚୋଡ଼ଗଙ୍ଗ ଦେବଙ୍କ ପ୍ରଦତ୍ତ ଏକ ଅଭିଲେଖରେ 'ପ୍ରାସାଦ ପୁରୁଷୋତ୍ତମସ୍ୟ'
ବୋଲି ଉଲ୍ଲେଖ ଅଛି ।
ବ୍ରହ୍ମ ଦେଶର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ବିବରଣୀ (୧୯୧୬)ରୁ ଜଣାଯାଏ ଯେ, ସେଠାର
ପ୍ରାଚୀନ ପ୍ରୋମ୍ ଅଞ୍ଚଳର ନାମ ଥିଲା 'ଶ୍ରୀକ୍ଷେତ୍ର' । ଉତ୍କଳର ଉପନିବେଶକାରୀମାନେ
ବ୍ରହ୍ମଦେଶର ପ୍ରୋମ୍ ଅଞ୍ଚଳରେ ପରିବ୍ୟାପ୍ତ ହୋଇଥିଲେ । ଖ୍ରୀଷ୍ଟପୂର୍ବ ଦୁଇଶହରେ
ଉତ୍କଳୀୟମାନେ ସେଠାରେ ଉପନିବେଶ ସ୍ଥାପନ କରିିଥିଲେ । 'ପ୍ରୋମ୍' ନାମଟି ହୁଏତ 'ପୁରମ୍'
(ପୁର) ଶବ୍ଦରୁ ସୃଷ୍ଟି ହୋଇିବ ।<noinclude>୧୨ ■ ଶ୍ରୀଜଗନ୍ନାଥ</noinclude>
8ug8izvdrgd1omzlgql0qwpp5uku6ul
53995
53994
2022-07-22T15:59:04Z

(ପୁର) ଶବ୍ଦରୁ ସୃଷ୍ଟି ହୋଇିବ ।<noinclude>{{left|୧୨ ■ ଶ୍ରୀଜଗନ୍ନାଥ}}</noinclude>
4pkdgf4sh17zlpkrnt7f2k383ofr9oi
53996
53995
2022-07-22T15:59:20Z

ଉତ୍କଳୀୟମାନେ ସେଠାରେ ଉପନିବେଶ ସ୍ଥାପନ କରିିଥିଲେ । 'ପ୍ରୋମ୍' ନାମଟି ହୁଏତ 'ପୁରମ୍' (ପୁର) ଶବ୍ଦରୁ ସୃଷ୍ଟି ହୋଇିବ ।<noinclude>{{left|୧୨ ■ ଶ୍ରୀଜଗନ୍ନାଥ}}</noinclude>
rto5p1u6xv3qjcfhrv0lbbsfoxzqyu1
53997
53996
2022-07-22T15:59:42Z

{{Block center|
"ସ୍ନାନ ଗୁଣ୍ଡିଚା ଏ ବେନି ସ୍ୱୟଂ ଲୀଳା ଯାର

ପତିତପାବନ ଅର୍ଥ ପ୍ରାସାଦୁଁ ବାହାର ।"}}

1hoho687vcrulzrgc50wmt2d9gijggb
53999
53997
2022-07-22T16:00:43Z
Ssgapu22
248
/* ପ୍ରମାଣିତ କରିବେ */
proofread-page
text/x-wiki
<noinclude><pagequality level="3" user="Ssgapu22" /></noinclude>କରନ୍ତି । ଏ ମତକୁ ଗ୍ରହଣ କଲେ, ଶବରମାନେ ଏ ସ୍ଥାନଟିର କିଛି ଗୋଟିଏ ନାମ ଦେଇଥିବେ
ଓ ସେହି ନାମଟି ଯେ ମୁଣ୍ଡା ଭାଷାର ଶବ୍ଦ ହୋଇଥିବ, ଏ କଥା ସ୍ୱୀକାର କରିବାକୁ ପଡ଼ିବ ।
ପ୍ରଫେସର ମହାନ୍ତି ବିଶ୍ୱାସ କରନ୍ତି ଯେ, ଏହି ପ୍ରାଚୀନ ନାମଟି 'ପୁରୀ' । କାରଣ ମୁଣ୍ଡା ଗୋଷ୍ଠୀର
ବିଭିନ୍ନ ଭାଷାରେ ଏହି ଶବ୍ଦ ଜଳାଶୟ ଓ ସମୁଦ୍ର ସହିତ ସଂପୃକ୍ତ । ପୁରୀ ଗୋଟିଏ ମୁଣ୍ଡା ଭାଷାର
ଶବ୍ଦ । ଏହି ଶବ୍ଦ ସମୁଦ୍ରପାଇଁ ବ୍ୟବହୃତ ହୋଇ ସମୟକ୍ରମେ ସମୁଦ୍ରକୂଳସ୍ଥିତ ସ୍ଥାନଟିର ନାମରେ
ପରିଣତ ହୋଇଯାଇଛି । କିନ୍ତୁ ଅନ୍ୟ ଜଣେ ବିଦ୍ୱାନ ଗବେଷକ ପ୍ରଫେସର ଗଗନେନ୍ଦ୍ର ନାଥ
ଦାଶଙ୍କ ମତରେ, ନାମ ସଂକ୍ଷିପ୍ତୀକରଣ ପ୍ରକ୍ରିୟା ମାଧ୍ୟମରେ 'ପୁରୁଷୋତ୍ତମ-ପୁରୀ' ବା 'ଜଗନ୍ନାଥପୁରୀ'ର ସଂକ୍ଷିପ୍ତ ରୂପ 'ପୁରୀ' ହୋଇଛି ।
{{gap}}ଅନ୍ୟ ଦୃଷ୍ଟିରୁ ବିଚାର କଲେ, ଇଣ୍ଡୋନେସିଆର ବାଲିଦ୍ୱୀପ ସହିତ ପ୍ରାଚୀନ ଉତ୍କଳର
ବାଣିଜ୍ୟ ସଂପର୍କ ରହିଥିଲା । ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀରେ ଭାରତୀୟ ସାଧବମାନେ ଏହି ଦ୍ୱୀପରେ
ପହଞ୍ଚିଯାଇଥିଲେ । ପ୍ରାଚୀନ ଉତ୍କଳ ତଥା କଳିଙ୍ଗରୁ ବହୁ ସାଧବ ସେଠାକୁ ଯାଇଥିଲେ ।
ସେମାନଙ୍କ ସଂସ୍କୃତିର ପ୍ରଭାବ ସେଠାରେ ପଡ଼ିିଲା । ବାଲିଦ୍ୱୀପରେ ଲୋକମାନେ ମନ୍ଦିରକୁ
'ପୁର' କହନ୍ତି । ଏହାଛଡ଼ା ମନ୍ଦିରକୁ ପ୍ରାସାଦ ମଧ୍ୟ କୁହାଯାଏ । ବାଲିଦ୍ୱୀପର 'ପୁରବୈଶାଖୀ'
ମନ୍ଦିରକୁ ଠିକ୍ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଭଳି 'ପ୍ରାସାଦ' କୁହାଯାଏ । ଏଥିରୁ ସ୍ପଷ୍ଟ ଜଣାଯାଏ
ଯେ, ଏକଦା ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରକୁ 'ପୁର' କୁହାଯାଉଥିଲା । କାଳକ୍ରମେ ଏହାର ନିକଟବର୍ତ୍ତୀ
ଅଞ୍ଚଳ 'ପୁରୀ' ନାମରେ ବିଖ୍ୟାତ ହେଲା ।
{{gap}}କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ 'କୋଟିବ୍ରହ୍ମାଣ୍ଡ ସୁନ୍ଦରୀ' କାବ୍ୟରେ ପୁରୀର ଶ୍ରୀମନ୍ଦିରକୁ
'ପ୍ରାସାଦ' କୁହାଯାଇଛି ।
{{Block center|
"ସ୍ନାନ ଗୁଣ୍ଡିଚା ଏ ବେନି ସ୍ୱୟଂ ଲୀଳା ଯାର

ପତିତପାବନ ଅର୍ଥ ପ୍ରାସାଦୁଁ ବାହାର ।"}}
{{gap}}ଜୀବଦେବାଚାର୍ଯ୍ୟ (ଷୋଡ଼ଶ ଶତାବ୍ଦୀର ଉତ୍କଳୀୟ କବି) ତାଙ୍କର ସଂସ୍କୃତ ରଚନା
'ଉତ୍ସାହବତୀ ରୂପକ'ରେ ଲେଖିଛନ୍ତି- "ଅସ୍ମିନ୍ ବସନ୍ତ ସମୟେ ପୁରୁଷୋତ୍ତମସ୍ୟ ପ୍ରାସାଦ... ।"
ଗଙ୍ଗ ବଂଶର ପ୍ରତଷ୍ଠିତା ଚୋଡ଼ଗଙ୍ଗ ଦେବଙ୍କ ପ୍ରଦତ୍ତ ଏକ ଅଭିଲେଖରେ 'ପ୍ରାସାଦ ପୁରୁଷୋତ୍ତମସ୍ୟ'
ବୋଲି ଉଲ୍ଲେଖ ଅଛି ।
{{gap}}ବ୍ରହ୍ମ ଦେଶର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ବିବରଣୀ (୧୯୧୬)ରୁ ଜଣାଯାଏ ଯେ, ସେଠାର
ପ୍ରାଚୀନ ପ୍ରୋମ୍ ଅଞ୍ଚଳର ନାମ ଥିଲା 'ଶ୍ରୀକ୍ଷେତ୍ର' । ଉତ୍କଳର ଉପନିବେଶକାରୀମାନେ
ବ୍ରହ୍ମଦେଶର ପ୍ରୋମ୍ ଅଞ୍ଚଳରେ ପରିବ୍ୟାପ୍ତ ହୋଇଥିଲେ । ଖ୍ରୀଷ୍ଟପୂର୍ବ ଦୁଇଶହରେ
ଉତ୍କଳୀୟମାନେ ସେଠାରେ ଉପନିବେଶ ସ୍ଥାପନ କରିିଥିଲେ । 'ପ୍ରୋମ୍' ନାମଟି ହୁଏତ 'ପୁରମ୍' (ପୁର) ଶବ୍ଦରୁ ସୃଷ୍ଟି ହୋଇିବ ।<noinclude>{{left|୧୨ ■ ଶ୍ରୀଜଗନ୍ନାଥ}}</noinclude>
9sj2d4d3x54c7bb1sd9hn5ts792dy0q