ଉଇକିପାଠାଗାର orwikisource https://or.wikisource.org/wiki/%E0%AC%AA%E0%AD%8D%E0%AC%B0%E0%AC%A7%E0%AC%BE%E0%AC%A8_%E0%AC%AA%E0%AD%83%E0%AC%B7%E0%AD%8D%E0%AC%A0%E0%AC%BE MediaWiki 1.39.0-wmf.21 first-letter ମାଧ୍ୟମ ବିଶେଷ ଆଲୋଚନା ବ୍ୟବହାରକାରୀ ବ୍ୟବହାରକାରୀଙ୍କ ଆଲୋଚନା ଉଇକିପାଠାଗାର ଉଇକିପାଠାଗାର ଆଲୋଚନା ଫାଇଲ ଫାଇଲ ଆଲୋଚନା ମିଡ଼ିଆଉଇକି ମିଡ଼ିଆଉଇକି ଆଲୋଚନା ଛାଞ୍ଚ ଛାଞ୍ଚ ଆଲୋଚନା ସହଯୋଗ ସହଯୋଗ ଆଲୋଚନା ଶ୍ରେଣୀ ଶ୍ରେଣୀ ଆଲୋଚନା ପୃଷ୍ଠା ପୃଷ୍ଠା ଆଲୋଚନା ସୂଚୀ ସୂଚୀ ଆଲୋଚନା TimedText TimedText talk ମଡ୍ୟୁଲ ମଡ୍ୟୁଲ ଆଲୋଚନା ଗ୍ୟାଜେଟ ଗ୍ୟାଜେଟ ଆଲୋଚନା ଗ୍ୟାଜେଟ ସଂଜ୍ଞା ଗ୍ୟାଜେଟ ସଂଜ୍ଞା ଆଲୋଚନା ପୃଷ୍ଠା:Sri Jagannath (MM Tripathy, 2012, 3e. 2014).pdf/୧୪ 250 11343 54010 53978 2022-07-24T18:42:59Z Ssgapu22 248 proofread-page text/x-wiki <noinclude><pagequality level="1" user="Ssgapu22" /></noinclude>""ଅଦୋ ଯଦ୍ଦାରୁ ପ୍ଳବତେ ସିନ୍ଧୋ ପାରେ ଅପୁରୁଷମ୍‍ ା ତଦା ରଭସ୍ୱ ଦୁର୍ହଣୋ ତେନଗଚ୍ଛ ପରସ୍ତରମ୍‍ ାା'' (୧୦-୧୫୫:୩) ଅର୍ାତ୍‍, ହେ ଦୁର୍ଭିକ୍ଷରୁ ନିବାରଣ ଚାହୁିଁବା ମଣିଷଗଣ ! ଏହି ଯେଉଁ କାଷ୍ଠମୟୀ ନୌକା, ସମୁଦ୍ର ବା ନଦୀକୁ ପାରି ହେବାପାଇଁ ବିନା କୌଣସି ମଣିଷଦ୍ୱାରା ଜଳ ଉପରେ ବିଦ୍ୟମାନ ଅଛି, ତାକୁ ଅବଲମ୍ୱନ କର ା ତା' ମାଧ୍ୟମରେ ଦୂରଦେଶ ବା ଦ୍ୱୀପକୁ ଚାଲିଯାଅ ା ଏହାକୁ ସାୟଣାଚାର୍ଯ୍ୟ (୧୪ଶ ଶତାବ୍ଦୀ) ତାଙ୍କ ଭାଷ୍ୟରେ ଲେଖିଛନ୍ତି- ""ବର୍ତ୍ତମାନ ସମୁଦ୍େର ର ପୁରେୁ ଷାତ୍ତମ ନାମ ଦେବତା ଶରୀର ଜଳ ଉପରେ ଭାସୁଛି ା ନିର୍ମାଣ ରହିତ ଯୋଗୁଁ ସେ ଅପୌରୁଷ ା ଏହି ଦାରୁମୟ ଦେବତାଙ୍କୁ ଉପାସନା କରିବା ଲୋକ ବୈଷ୍ଣବ ଲୋକକୁ ଗମନ କରନ୍ତି ା'' ପରବର୍ତ୍ତୀ କାଳରେ ଉପରୋକ୍ତ ମନ୍ତ୍ରଟି ସ୍କନ୍ଦ ପୁରାଣରେ ପରିବର୍ତ୍ତିତ ରୂପରେ ସ୍ଥାନ ପାଇଛି: ""ଅହୋ ତବାୟଂ ଖଳୁ ଭାଗ୍ୟରାଶି ର୍ଯେନା ବିରାସୀଦ୍‍ଭୁ ବି ଦାରୁ ମୂର୍ତ୍ତିି ଯସ୍ୟାପ୍ୟୁପାସ୍ତିଂ ଶ୍ରୁତିରାହ ମୁକ୍ତି ପ୍ରଦାନ ମାସ୍ୱଜ୍ଞ ବିମୋହିତ ନାମ ଯ(ସ) ଏଷ ପ୍ଳବତେ ଦାରୁଃ-ସିନ୍ଧୁପାରେ ହୁ୍ୟ ପୌରୁଷଃ ତମୁପାସ୍ୟ ଦୁରାରାଧଂ ମୁକ୍ତିଂ ଯାତି ସୁଦୁର୍ଲଭମ୍‍ ା'' (୨୧ ଅଧ୍ୟାୟ) ଅର୍ାତ୍‍ ହେ ନରପତି ! ତୁମର ଭାଗ୍ୟରାଶି ଅତି ଅାଶ୍ଚର୍ଯ୍ୟ ା ପୁରୁଷୋତ୍ତମ ଭଗବାନ ଜଗତରେ ଦାରୁମତ୍ତ ୂ ିିର୍ ଧାରଣ କରି ଅାବିଭତ ର୍ୂ ହୋଇିଲେ ା ଶ୍ରତ ୁ ି (ବେଦ)ରେ କୁହାଯାଇଛି ,ଏହାଙ୍କୁ ଉପାସନା କଲେ ଅାତ୍ମଜ୍ଞାନ ବିମୋହିତ ବ୍ୟକ୍ତିମାନଙ୍କର ମଧ୍ୟ ମୋକ୍ଷ ଲାଭ ହୁଏ ା (ଶ୍ରୁତି ବର୍ଣ୍ଣିତ) ସେହି ଅପୌରୁଷେୟ ଦାରୁ ସମୁଦ୍ରତୀରରେ ଭାସମାନ ହେଉଛନ୍ତି ା ଏ ଦୁରାରାଧ୍ୟ ା ଏହାଙ୍କୁ ଉପାସନା କଲେ ଦୁର୍ଲଭ ମୁକ୍ତି ପ୍ରାପ୍ତ ହୁଏ ା ଋଗ୍‍ବେଦର ଉଲି୍ଲଖିତ ମନ୍ତ୍ର ସହିତ ଦାରୁବହ୍ର ୍ମ ପୁରେୁ ଷାତ୍ତମଙ୍କ ସଂପର୍କ ନାହିଁ ବୋଲି କହିଛନ୍ତି ଗବେଷକ ଡକ୍ଟର ଗୌରାଙ୍ଗ ଚରଣ ନାୟକ, ଡକ୍ଟର ସତ୍ୟନାରାୟଣ ରାଜଗୁରୁ, ଡକ୍ଟର ଉମେଶ ପତ୍ରୀ, ସଚ୍ଚିଦାନନ୍ଦ ମିଶ୍ର ଓ ଟି.ଏନ୍‍ ଧର୍ମାଧିକାରୀ ପ୍ରମୁଖ ା ଡକ୍ଟର ରାଜଗୁରୁ ଲେଖିଛନ୍ତି- ""ଭୁଲରେ ଏହି ସୂତ୍ରଟି ଶ୍ରୀଜଗନ୍ନାଙ୍କ ଦାରୁବ୍ରହ୍ମ ପ୍ରତି ପ୍ରଯୁଜ୍ୟ କରି ନିଜେ ମଧ୍ୟ ତାହା ସନ୍ଦେହ କରିିବା ତାଙ୍କ (ସାୟଣାଚାର୍ଯ୍ୟଙ୍କ) ଭାଷ୍ୟରୁ ଜଣାଯାଏ ା କାରଣ ଶଂସିତ ବୈଦିକ ସୂତ୍ରଟି ଅନ୍ୟ ପ୍ରସଙ୍ଗର ଅର୍ବୋଧ କରୁଛି ା'' ଡକ୍ଟର ପତ୍ରୀ କହନ୍ତି- ""ପ୍ରକୃତରେ ଋଗ୍‍ବେଦର ସେହି ମନ୍ତ୍ରଟି କ'ଣ ଶ୍ରୀଜଗନ୍ନାଙ୍କୁ ପ୍ରତିପାଦନ କରୁଛି ?ଏହି ଅଲକ୍ଷ୍ମୀ ସୂକ୍ତରେ ପାଞ୍ଚଟି ମନ୍ତ୍ର ଅନୁଷ୍ଟପ ୁ ଛନ୍ଦରେ ପରସ୍ପର ସହିତ ଛନ୍ଦାୟିତ ହୋଇ ସଂରଚିତ ହୋଇଛି ା ପୂର୍ବାପର ସଂପର୍କକୁ ନ ଜାଣିଲେ କେବଳ ଗୋଟିଏ ଶ୍ରୀଜଗନ୍ନା ୧୫ ଆଲବ ଘଯଷଜ୍ଞଶବ ଟ୍ଟଯଳ (ବବଲବଚ୍ଛଯଷଜ୍ଞଶବଅଵଲବଷକ୍ଷ.ମଚ୍ଛଲ)<noinclude>{{right|ଶ୍ରୀଜଗନ୍ନାଥ ■ ୧୫}}</noinclude> ml2nzsjv0aa58fhuvcbf9oku1re9ntq