ଉଇକିପାଠାଗାର
orwikisource
https://or.wikisource.org/wiki/%E0%AC%AA%E0%AD%8D%E0%AC%B0%E0%AC%A7%E0%AC%BE%E0%AC%A8_%E0%AC%AA%E0%AD%83%E0%AC%B7%E0%AD%8D%E0%AC%A0%E0%AC%BE
MediaWiki 1.39.0-wmf.21
first-letter
ମାଧ୍ୟମ
ବିଶେଷ
ଆଲୋଚନା
ବ୍ୟବହାରକାରୀ
ବ୍ୟବହାରକାରୀଙ୍କ ଆଲୋଚନା
ଉଇକିପାଠାଗାର
ଉଇକିପାଠାଗାର ଆଲୋଚନା
ଫାଇଲ
ଫାଇଲ ଆଲୋଚନା
ମିଡ଼ିଆଉଇକି
ମିଡ଼ିଆଉଇକି ଆଲୋଚନା
ଛାଞ୍ଚ
ଛାଞ୍ଚ ଆଲୋଚନା
ସହଯୋଗ
ସହଯୋଗ ଆଲୋଚନା
ଶ୍ରେଣୀ
ଶ୍ରେଣୀ ଆଲୋଚନା
ପୃଷ୍ଠା
ପୃଷ୍ଠା ଆଲୋଚନା
ସୂଚୀ
ସୂଚୀ ଆଲୋଚନା
TimedText
TimedText talk
ମଡ୍ୟୁଲ
ମଡ୍ୟୁଲ ଆଲୋଚନା
ଗ୍ୟାଜେଟ
ଗ୍ୟାଜେଟ ଆଲୋଚନା
ଗ୍ୟାଜେଟ ସଂଜ୍ଞା
ଗ୍ୟାଜେଟ ସଂଜ୍ଞା ଆଲୋଚନା
ପୃଷ୍ଠା:Sri Jagannath (MM Tripathy, 2012, 3e. 2014).pdf/୧୪
250
11343
54015
54012
2022-07-26T14:45:33Z
Ssgapu22
248
proofread-page
text/x-wiki
<noinclude><pagequality level="1" user="Ssgapu22" /></noinclude>{{Block center|<poem>
"ଅଦୋ ଯଦ୍ଦାରୁ ପ୍ଳବତେ ସିନ୍ଧୋ ପାରେ ଅପୁରୁଷମ୍ ।
ତଦା ରଭସ୍ୱ ଦୁର୍ହଣୋ ତେନଗଚ୍ଛ ପରସ୍ତରମ୍ ।।"
{{gap|10em}}(୧୦-୧୫୫:୩)</poem>}}
{{gap}}ଅର୍ଥାତ୍, ହେ ଦୁର୍ଭିକ୍ଷରୁ ନିବାରଣ ଚାହୁଁଥିବା ମଣିଷଗଣ ! ଏହି ଯେଉଁ କାଷ୍ଠମୟୀ ନୌକା,
ସମୁଦ୍ର ବା ନଦୀକୁ ପାରି ହେବାପାଇଁ ବିନା କୌଣସି ମଣିଷଦ୍ୱାରା ଜଳ ଉପରେ ବିଦ୍ୟମାନ ଅଛି,
ତାକୁ ଅବଲମ୍ୱନ କର । ତା' ମାଧ୍ୟମରେ ଦୂରଦେଶ ବା ଦ୍ୱୀପକୁ ଚାଲିଯାଅ । ଏହାକୁ ସାୟଣାଚାର୍ଯ୍ୟ
(୧୪ଶ ଶତାବ୍ଦୀ) ତାଙ୍କ ଭାଷ୍ୟରେ ଲେଖିଛନ୍ତି- "ବର୍ତ୍ତମାନ ସମୁଦ୍ରରେ ପୁରୁଷୋତ୍ତମ ନାମ ଦେବତା
ଶରୀର ଜଳ ଉପରେ ଭାସୁଛି । ନିର୍ମାଣ ରହିତ ଯୋଗୁଁ ସେ ଅପୌରୁଷ । ଏହି ଦାରୁମୟ ଦେବତାଙ୍କୁ
ଉପାସନା କରିବା ଲୋକ ବୈଷ୍ଣବ ଲୋକକୁ ଗମନ କରନ୍ତି ।" ପରବର୍ତ୍ତୀ କାଳରେ ଉପରୋକ୍ତ
ମନ୍ତ୍ରଟି ସ୍କନ୍ଦ ପୁରାଣରେ ପରିବର୍ତ୍ତିତ ରୂପରେ ସ୍ଥାନ ପାଇଛି:
{{Block center|<poem>
"ଅହୋ ତବାୟଂ ଖଳୁ ଭାଗ୍ୟରାଶି
ର୍ଯେନା ବିରାସୀଦ୍ଭୁ ବି ଦାରୁ ମୂର୍ତ୍ତିି
ଯସ୍ୟାପ୍ୟୁପାସ୍ତିଂ ଶ୍ରୁତିରାହ ମୁକ୍ତି
ପ୍ରଦାନ ମାସ୍ୱଜ୍ଞ ବିମୋହିତ ନାମ
ଯ(ସ) ଏଷ ପ୍ଳବତେ ଦାରୁଃ-ସିନ୍ଧୁପାରେ ହ୍ଯୁ ପୌରୁଷଃ
ତମୁପାସ୍ୟ ଦୁରାରାଧଂ ମୁକ୍ତିଂ ଯାତି ସୁଦୁର୍ଲଭମ୍ ।" (୨୧ ଅଧ୍ୟାୟ)
</poem>}}
{{gap}}ଅର୍ଥାତ୍ ହେ ନରପତି ! ତୁମର ଭାଗ୍ୟରାଶି ଅତି ଆଶ୍ଚର୍ଯ୍ୟ । ପୁରୁଷୋତ୍ତମ ଭଗବାନ
ଜଗତରେ ଦାରୁମୂର୍ତ୍ତି ଧାରଣ କରି ଆବିର୍ଭୂତ ହୋଇଥିଲେ । ଶ୍ରୁତି (ବେଦ)ରେ କୁହାଯାଇଛି, ଏହାଙ୍କୁ
ଉପାସନା କଲେ ଆତ୍ମଜ୍ଞାନ ବିମୋହିତ ବ୍ୟକ୍ତିମାନଙ୍କର ମଧ୍ୟ ମୋକ୍ଷ ଲାଭ ହୁଏ । (ଶ୍ରୁତି ବର୍ଣ୍ଣିତ)
ସେହି ଅପୌରୁଷେୟ ଦାରୁ ସମୁଦ୍ରତୀରରେ ଭାସମାନ ହେଉଛନ୍ତି । ଏ ଦୁରାରାଧ୍ୟ । ଏହାଙ୍କୁ
ଉପାସନା କଲେ ଦୁର୍ଲଭ ମୁକ୍ତି ପ୍ରାପ୍ତ ହୁଏ ।
{{gap}}ଋଗ୍ବେଦର ଉଲ୍ଲିଖିତ ମନ୍ତ୍ର ସହିତ ଦାରୁବହ୍ର୍ମ ପୁରୁଷୋତ୍ତମଙ୍କ ସଂପର୍କ ନାହିଁ ବୋଲି କହିଛନ୍ତି
ଗବେଷକ ଡକ୍ଟର ଗୌରାଙ୍ଗ ଚରଣ ନାୟକ, ଡକ୍ଟର ସତ୍ୟନାରାୟଣ ରାଜଗୁରୁ, ଡକ୍ଟର ଉମେଶ
ପତ୍ରୀ, ସଚ୍ଚିଦାନନ୍ଦ ମିଶ୍ର ଓ ଟି.ଏନ୍ ଧର୍ମାଧିକାରୀ ପ୍ରମୁଖ । ଡକ୍ଟର ରାଜଗୁରୁ ଲେଖିଛନ୍ତି- "ଭୁଲରେ
ଏହି ସୂତ୍ରଟି ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ପ୍ରତି ପ୍ରଯୁଜ୍ୟ କରି ନିଜେ ମଧ୍ୟ ତାହା ସନ୍ଦେହ କରିିବା
ତାଙ୍କ (ସାୟଣାଚାର୍ଯ୍ୟଙ୍କ) ଭାଷ୍ୟରୁ ଜଣାଯାଏ । କାରଣ ଶଂସିତ ବୈଦିକ ସୂତ୍ରଟି ଅନ୍ୟ ପ୍ରସଙ୍ଗର
ଅର୍ବୋଧ କରୁଛି ।" ଡକ୍ଟର ପତ୍ରୀ କହନ୍ତି- "ପ୍ରକୃତରେ ଋଗ୍ବେଦର ସେହି ମନ୍ତ୍ରଟି କ'ଣ
ଶ୍ରୀଜଗନ୍ନାଥଙ୍କୁ ପ୍ରତିପାଦନ କରୁଛି? ଏହି ଅଲକ୍ଷ୍ମୀ ସୂକ୍ତରେ ପାଞ୍ଚଟି ମନ୍ତ୍ର ଅନୁଷ୍ଟପ ଛନ୍ଦରେ ପରସ୍ପର
ସହିତ ଛନ୍ଦାୟିତ ହୋଇ ସଂରଚିତ ହୋଇଛି । ପୂର୍ବାପର ସଂପର୍କକୁ ନ ଜାଣିଲେ କେବଳ ଗୋଟିଏ<noinclude>{{right|ଶ୍ରୀଜଗନ୍ନାଥ ■ ୧୫}}</noinclude>
dud7315fo8wn8hy05fgmsvx4q9h447z
54016
54015
2022-07-26T14:46:07Z
Ssgapu22
248
proofread-page
text/x-wiki
<noinclude><pagequality level="1" user="Ssgapu22" /></noinclude>{{Block center|<poem>
"ଅଦୋ ଯଦ୍ଦାରୁ ପ୍ଳବତେ ସିନ୍ଧୋ ପାରେ ଅପୁରୁଷମ୍ ।
ତଦା ରଭସ୍ୱ ଦୁର୍ହଣୋ ତେନଗଚ୍ଛ ପରସ୍ତରମ୍ ।।"
{{gap|10em}}(୧୦-୧୫୫:୩)</poem>}}
{{gap}}ଅର୍ଥାତ୍, ହେ ଦୁର୍ଭିକ୍ଷରୁ ନିବାରଣ ଚାହୁଁଥିବା ମଣିଷଗଣ ! ଏହି ଯେଉଁ କାଷ୍ଠମୟୀ ନୌକା,
ସମୁଦ୍ର ବା ନଦୀକୁ ପାରି ହେବାପାଇଁ ବିନା କୌଣସି ମଣିଷଦ୍ୱାରା ଜଳ ଉପରେ ବିଦ୍ୟମାନ ଅଛି,
ତାକୁ ଅବଲମ୍ୱନ କର । ତା' ମାଧ୍ୟମରେ ଦୂରଦେଶ ବା ଦ୍ୱୀପକୁ ଚାଲିଯାଅ । ଏହାକୁ ସାୟଣାଚାର୍ଯ୍ୟ
(୧୪ଶ ଶତାବ୍ଦୀ) ତାଙ୍କ ଭାଷ୍ୟରେ ଲେଖିଛନ୍ତି- "ବର୍ତ୍ତମାନ ସମୁଦ୍ରରେ ପୁରୁଷୋତ୍ତମ ନାମ ଦେବତା
ଶରୀର ଜଳ ଉପରେ ଭାସୁଛି । ନିର୍ମାଣ ରହିତ ଯୋଗୁଁ ସେ ଅପୌରୁଷ । ଏହି ଦାରୁମୟ ଦେବତାଙ୍କୁ
ଉପାସନା କରିବା ଲୋକ ବୈଷ୍ଣବ ଲୋକକୁ ଗମନ କରନ୍ତି ।" ପରବର୍ତ୍ତୀ କାଳରେ ଉପରୋକ୍ତ
ମନ୍ତ୍ରଟି ସ୍କନ୍ଦ ପୁରାଣରେ ପରିବର୍ତ୍ତିତ ରୂପରେ ସ୍ଥାନ ପାଇଛି:
{{Block center|<poem>
"ଅହୋ ତବାୟଂ ଖଳୁ ଭାଗ୍ୟରାଶି
ର୍ଯେନା ବିରାସୀଦ୍ଭୁ ବି ଦାରୁ ମୂର୍ତ୍ତିି
ଯସ୍ୟାପ୍ୟୁପାସ୍ତିଂ ଶ୍ରୁତିରାହ ମୁକ୍ତି
ପ୍ରଦାନ ମାସ୍ୱଜ୍ଞ ବିମୋହିତ ନାମ
ଯ(ସ) ଏଷ ପ୍ଳବତେ ଦାରୁଃ-ସିନ୍ଧୁପାରେ ହ୍ଯୁ ପୌରୁଷଃ
ତମୁପାସ୍ୟ ଦୁରାରାଧଂ ମୁକ୍ତିଂ ଯାତି ସୁଦୁର୍ଲଭମ୍ ।" (୨୧ ଅଧ୍ୟାୟ)
</poem>}}
{{gap}}ଅର୍ଥାତ୍ ହେ ନରପତି ! ତୁମର ଭାଗ୍ୟରାଶି ଅତି ଆଶ୍ଚର୍ଯ୍ୟ । ପୁରୁଷୋତ୍ତମ ଭଗବାନ
ଜଗତରେ ଦାରୁମୂର୍ତ୍ତି ଧାରଣ କରି ଆବିର୍ଭୂତ ହୋଇଥିଲେ । ଶ୍ରୁତି (ବେଦ)ରେ କୁହାଯାଇଛି, ଏହାଙ୍କୁ
ଉପାସନା କଲେ ଆତ୍ମଜ୍ଞାନ ବିମୋହିତ ବ୍ୟକ୍ତିମାନଙ୍କର ମଧ୍ୟ ମୋକ୍ଷ ଲାଭ ହୁଏ । (ଶ୍ରୁତି ବର୍ଣ୍ଣିତ)
ସେହି ଅପୌରୁଷେୟ ଦାରୁ ସମୁଦ୍ରତୀରରେ ଭାସମାନ ହେଉଛନ୍ତି । ଏ ଦୁରାରାଧ୍ୟ । ଏହାଙ୍କୁ
ଉପାସନା କଲେ ଦୁର୍ଲଭ ମୁକ୍ତି ପ୍ରାପ୍ତ ହୁଏ ।
{{gap}}ଋଗ୍ବେଦର ଉଲ୍ଲିଖିତ ମନ୍ତ୍ର ସହିତ ଦାରୁବହ୍ର୍ମ ପୁରୁଷୋତ୍ତମଙ୍କ ସଂପର୍କ ନାହିଁ ବୋଲି କହିଛନ୍ତି
ଗବେଷକ ଡକ୍ଟର ଗୌରାଙ୍ଗ ଚରଣ ନାୟକ, ଡକ୍ଟର ସତ୍ୟନାରାୟଣ ରାଜଗୁରୁ, ଡକ୍ଟର ଉମେଶ
ପତ୍ରୀ, ସଚ୍ଚିଦାନନ୍ଦ ମିଶ୍ର ଓ ଟି.ଏନ୍ ଧର୍ମାଧିକାରୀ ପ୍ରମୁଖ । ଡକ୍ଟର ରାଜଗୁରୁ ଲେଖିଛନ୍ତି- "ଭୁଲରେ
ଏହି ସୂତ୍ରଟି ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ପ୍ରତି ପ୍ରଯୁଜ୍ୟ କରି ନିଜେ ମଧ୍ୟ ତାହା ସନ୍ଦେହ କରିିବା
ତାଙ୍କ (ସାୟଣାଚାର୍ଯ୍ୟଙ୍କ) ଭାଷ୍ୟରୁ ଜଣାଯାଏ । କାରଣ ଶଂସିତ ବୈଦିକ ସୂତ୍ରଟି ଅନ୍ୟ ପ୍ରସଙ୍ଗର
ଅର୍ବୋଧ କରୁଛି ।" ଡକ୍ଟର ପତ୍ରୀ କହନ୍ତି- "ପ୍ରକୃତରେ ଋଗ୍ବେଦର ସେହି ମନ୍ତ୍ରଟି କ'ଣ
ଶ୍ରୀଜଗନ୍ନାଥଙ୍କୁ ପ୍ରତିପାଦନ କରୁଛି? ଏହି ଅଲକ୍ଷ୍ମୀ ସୂକ୍ତରେ ପାଞ୍ଚଟି ମନ୍ତ୍ର ଅନୁଷ୍ଟପ ଛନ୍ଦରେ ପରସ୍ପର ସହିତ ଛନ୍ଦାୟିତ ହୋଇ ସଂରଚିତ ହୋଇଛି । ପୂର୍ବାପର ସଂପର୍କକୁ ନ ଜାଣିଲେ କେବଳ ଗୋଟିଏ<noinclude>{{right|ଶ୍ରୀଜଗନ୍ନାଥ ■ ୧୫}}</noinclude>
oa1hm94dfbmmr9za6d3p2u34vtlbizs
54017
54016
2022-07-26T14:46:48Z
Ssgapu22
248
proofread-page
text/x-wiki
<noinclude><pagequality level="1" user="Ssgapu22" /></noinclude>{{Block center|<poem>
"ଅଦୋ ଯଦ୍ଦାରୁ ପ୍ଳବତେ ସିନ୍ଧୋ ପାରେ ଅପୁରୁଷମ୍ ।
ତଦା ରଭସ୍ୱ ଦୁର୍ହଣୋ ତେନଗଚ୍ଛ ପରସ୍ତରମ୍ ।।"
{{gap|10em}}(୧୦-୧୫୫:୩)</poem>}}
{{gap}}ଅର୍ଥାତ୍, ହେ ଦୁର୍ଭିକ୍ଷରୁ ନିବାରଣ ଚାହୁଁଥିବା ମଣିଷଗଣ ! ଏହି ଯେଉଁ କାଷ୍ଠମୟୀ ନୌକା,
ସମୁଦ୍ର ବା ନଦୀକୁ ପାରି ହେବାପାଇଁ ବିନା କୌଣସି ମଣିଷଦ୍ୱାରା ଜଳ ଉପରେ ବିଦ୍ୟମାନ ଅଛି,
ତାକୁ ଅବଲମ୍ୱନ କର । ତା' ମାଧ୍ୟମରେ ଦୂରଦେଶ ବା ଦ୍ୱୀପକୁ ଚାଲିଯାଅ । ଏହାକୁ ସାୟଣାଚାର୍ଯ୍ୟ
(୧୪ଶ ଶତାବ୍ଦୀ) ତାଙ୍କ ଭାଷ୍ୟରେ ଲେଖିଛନ୍ତି- "ବର୍ତ୍ତମାନ ସମୁଦ୍ରରେ ପୁରୁଷୋତ୍ତମ ନାମ ଦେବତା
ଶରୀର ଜଳ ଉପରେ ଭାସୁଛି । ନିର୍ମାଣ ରହିତ ଯୋଗୁଁ ସେ ଅପୌରୁଷ । ଏହି ଦାରୁମୟ ଦେବତାଙ୍କୁ
ଉପାସନା କରିବା ଲୋକ ବୈଷ୍ଣବ ଲୋକକୁ ଗମନ କରନ୍ତି ।" ପରବର୍ତ୍ତୀ କାଳରେ ଉପରୋକ୍ତ
ମନ୍ତ୍ରଟି ସ୍କନ୍ଦ ପୁରାଣରେ ପରିବର୍ତ୍ତିତ ରୂପରେ ସ୍ଥାନ ପାଇଛି:
{{Block center|<poem>
"ଅହୋ ତବାୟଂ ଖଳୁ ଭାଗ୍ୟରାଶି
ର୍ଯେନା ବିରାସୀଦ୍ଭୁ ବି ଦାରୁ ମୂର୍ତ୍ତିି
ଯସ୍ୟାପ୍ୟୁପାସ୍ତିଂ ଶ୍ରୁତିରାହ ମୁକ୍ତି
ପ୍ରଦାନ ମାସ୍ୱଜ୍ଞ ବିମୋହିତ ନାମ
ଯ(ସ) ଏଷ ପ୍ଳବତେ ଦାରୁଃ-ସିନ୍ଧୁପାରେ ହ୍ଯୁ ପୌରୁଷଃ
ତମୁପାସ୍ୟ ଦୁରାରାଧଂ ମୁକ୍ତିଂ ଯାତି ସୁଦୁର୍ଲଭମ୍ ।" (୨୧ ଅଧ୍ୟାୟ)
</poem>}}
{{gap}}ଅର୍ଥାତ୍ ହେ ନରପତି ! ତୁମର ଭାଗ୍ୟରାଶି ଅତି ଆଶ୍ଚର୍ଯ୍ୟ । ପୁରୁଷୋତ୍ତମ ଭଗବାନ
ଜଗତରେ ଦାରୁମୂର୍ତ୍ତି ଧାରଣ କରି ଆବିର୍ଭୂତ ହୋଇଥିଲେ । ଶ୍ରୁତି (ବେଦ)ରେ କୁହାଯାଇଛି, ଏହାଙ୍କୁ
ଉପାସନା କଲେ ଆତ୍ମଜ୍ଞାନ ବିମୋହିତ ବ୍ୟକ୍ତିମାନଙ୍କର ମଧ୍ୟ ମୋକ୍ଷ ଲାଭ ହୁଏ । (ଶ୍ରୁତି ବର୍ଣ୍ଣିତ)
ସେହି ଅପୌରୁଷେୟ ଦାରୁ ସମୁଦ୍ରତୀରରେ ଭାସମାନ ହେଉଛନ୍ତି । ଏ ଦୁରାରାଧ୍ୟ । ଏହାଙ୍କୁ
ଉପାସନା କଲେ ଦୁର୍ଲଭ ମୁକ୍ତି ପ୍ରାପ୍ତ ହୁଏ ।
{{gap}}ଋଗ୍ବେଦର ଉଲ୍ଲିଖିତ ମନ୍ତ୍ର ସହିତ ଦାରୁବହ୍ର୍ମ ପୁରୁଷୋତ୍ତମଙ୍କ ସଂପର୍କ ନାହିଁ ବୋଲି କହିଛନ୍ତି ଗବେଷକ ଡକ୍ଟର ଗୌରାଙ୍ଗ ଚରଣ ନାୟକ, ଡକ୍ଟର ସତ୍ୟନାରାୟଣ ରାଜଗୁରୁ, ଡକ୍ଟର ଉମେଶ ପତ୍ରୀ, ସଚ୍ଚିଦାନନ୍ଦ ମିଶ୍ର ଓ ଟି.ଏନ୍ ଧର୍ମାଧିକାରୀ ପ୍ରମୁଖ । ଡକ୍ଟର ରାଜଗୁରୁ ଲେଖିଛନ୍ତି- "ଭୁଲରେ ଏହି ସୂତ୍ରଟି ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ପ୍ରତି ପ୍ରଯୁଜ୍ୟ କରି ନିଜେ ମଧ୍ୟ ତାହା ସନ୍ଦେହ କରିିବା ତାଙ୍କ (ସାୟଣାଚାର୍ଯ୍ୟଙ୍କ) ଭାଷ୍ୟରୁ ଜଣାଯାଏ । କାରଣ ଶଂସିତ ବୈଦିକ ସୂତ୍ରଟି ଅନ୍ୟ ପ୍ରସଙ୍ଗର ଅର୍ବୋଧ କରୁଛି ।" ଡକ୍ଟର ପତ୍ରୀ କହନ୍ତି- "ପ୍ରକୃତରେ ଋଗ୍ବେଦର ସେହି ମନ୍ତ୍ରଟି କ'ଣ ଶ୍ରୀଜଗନ୍ନାଥଙ୍କୁ ପ୍ରତିପାଦନ କରୁଛି? ଏହି ଅଲକ୍ଷ୍ମୀ ସୂକ୍ତରେ ପାଞ୍ଚଟି ମନ୍ତ୍ର ଅନୁଷ୍ଟପ ଛନ୍ଦରେ ପରସ୍ପର ସହିତ ଛନ୍ଦାୟିତ ହୋଇ ସଂରଚିତ ହୋଇଛି । ପୂର୍ବାପର ସଂପର୍କକୁ ନ ଜାଣିଲେ କେବଳ ଗୋଟିଏ<noinclude>{{right|ଶ୍ରୀଜଗନ୍ନାଥ ■ ୧୫}}</noinclude>
agnccmb109kfjeqcfh3j5oyrn983x7n