ଉଇକିପାଠାଗାର
orwikisource
https://or.wikisource.org/wiki/%E0%AC%AA%E0%AD%8D%E0%AC%B0%E0%AC%A7%E0%AC%BE%E0%AC%A8_%E0%AC%AA%E0%AD%83%E0%AC%B7%E0%AD%8D%E0%AC%A0%E0%AC%BE
MediaWiki 1.39.0-wmf.22
first-letter
ମାଧ୍ୟମ
ବିଶେଷ
ଆଲୋଚନା
ବ୍ୟବହାରକାରୀ
ବ୍ୟବହାରକାରୀଙ୍କ ଆଲୋଚନା
ଉଇକିପାଠାଗାର
ଉଇକିପାଠାଗାର ଆଲୋଚନା
ଫାଇଲ
ଫାଇଲ ଆଲୋଚନା
ମିଡ଼ିଆଉଇକି
ମିଡ଼ିଆଉଇକି ଆଲୋଚନା
ଛାଞ୍ଚ
ଛାଞ୍ଚ ଆଲୋଚନା
ସହଯୋଗ
ସହଯୋଗ ଆଲୋଚନା
ଶ୍ରେଣୀ
ଶ୍ରେଣୀ ଆଲୋଚନା
ପୃଷ୍ଠା
ପୃଷ୍ଠା ଆଲୋଚନା
ସୂଚୀ
ସୂଚୀ ଆଲୋଚନା
TimedText
TimedText talk
ମଡ୍ୟୁଲ
ମଡ୍ୟୁଲ ଆଲୋଚନା
ଗ୍ୟାଜେଟ
ଗ୍ୟାଜେଟ ଆଲୋଚନା
ଗ୍ୟାଜେଟ ସଂଜ୍ଞା
ଗ୍ୟାଜେଟ ସଂଜ୍ଞା ଆଲୋଚନା
ପୃଷ୍ଠା:Sri Jagannath (MM Tripathy, 2012, 3e. 2014).pdf/୧୪
250
11343
54018
54017
2022-07-27T17:22:08Z
Ssgapu22
248
/* ପ୍ରମାଣିତ କରିବେ */
proofread-page
text/x-wiki
<noinclude><pagequality level="3" user="Ssgapu22" /></noinclude>{{Block center|<poem>
"ଅଦୋ ଯଦ୍ଦାରୁ ପ୍ଳବତେ ସିନ୍ଧୋ ପାରେ ଅପୁରୁଷମ୍ ।
ତଦା ରଭସ୍ୱ ଦୁର୍ହଣୋ ତେନଗଚ୍ଛ ପରସ୍ତରମ୍ ।।"
{{gap|10em}}(୧୦-୧୫୫:୩)</poem>}}
{{gap}}ଅର୍ଥାତ୍, ହେ ଦୁର୍ଭିକ୍ଷରୁ ନିବାରଣ ଚାହୁଁଥିବା ମଣିଷଗଣ ! ଏହି ଯେଉଁ କାଷ୍ଠମୟୀ ନୌକା,
ସମୁଦ୍ର ବା ନଦୀକୁ ପାରି ହେବାପାଇଁ ବିନା କୌଣସି ମଣିଷଦ୍ୱାରା ଜଳ ଉପରେ ବିଦ୍ୟମାନ ଅଛି,
ତାକୁ ଅବଲମ୍ୱନ କର । ତା' ମାଧ୍ୟମରେ ଦୂରଦେଶ ବା ଦ୍ୱୀପକୁ ଚାଲିଯାଅ । ଏହାକୁ ସାୟଣାଚାର୍ଯ୍ୟ
(୧୪ଶ ଶତାବ୍ଦୀ) ତାଙ୍କ ଭାଷ୍ୟରେ ଲେଖିଛନ୍ତି- "ବର୍ତ୍ତମାନ ସମୁଦ୍ରରେ ପୁରୁଷୋତ୍ତମ ନାମ ଦେବତା
ଶରୀର ଜଳ ଉପରେ ଭାସୁଛି । ନିର୍ମାଣ ରହିତ ଯୋଗୁଁ ସେ ଅପୌରୁଷ । ଏହି ଦାରୁମୟ ଦେବତାଙ୍କୁ
ଉପାସନା କରିବା ଲୋକ ବୈଷ୍ଣବ ଲୋକକୁ ଗମନ କରନ୍ତି ।" ପରବର୍ତ୍ତୀ କାଳରେ ଉପରୋକ୍ତ
ମନ୍ତ୍ରଟି ସ୍କନ୍ଦ ପୁରାଣରେ ପରିବର୍ତ୍ତିତ ରୂପରେ ସ୍ଥାନ ପାଇଛି:
{{Block center|<poem>
"ଅହୋ ତବାୟଂ ଖଳୁ ଭାଗ୍ୟରାଶି
ର୍ଯେନା ବିରାସୀଦ୍ଭୁ ବି ଦାରୁ ମୂର୍ତ୍ତିି
ଯସ୍ୟାପ୍ୟୁପାସ୍ତିଂ ଶ୍ରୁତିରାହ ମୁକ୍ତି
ପ୍ରଦାନ ମାସ୍ୱଜ୍ଞ ବିମୋହିତ ନାମ
ଯ(ସ) ଏଷ ପ୍ଳବତେ ଦାରୁଃ-ସିନ୍ଧୁପାରେ ହ୍ଯୁ ପୌରୁଷଃ
ତମୁପାସ୍ୟ ଦୁରାରାଧଂ ମୁକ୍ତିଂ ଯାତି ସୁଦୁର୍ଲଭମ୍ ।" (୨୧ ଅଧ୍ୟାୟ)
</poem>}}
{{gap}}ଅର୍ଥାତ୍ ହେ ନରପତି ! ତୁମର ଭାଗ୍ୟରାଶି ଅତି ଆଶ୍ଚର୍ଯ୍ୟ । ପୁରୁଷୋତ୍ତମ ଭଗବାନ
ଜଗତରେ ଦାରୁମୂର୍ତ୍ତି ଧାରଣ କରି ଆବିର୍ଭୂତ ହୋଇଥିଲେ । ଶ୍ରୁତି (ବେଦ)ରେ କୁହାଯାଇଛି, ଏହାଙ୍କୁ
ଉପାସନା କଲେ ଆତ୍ମଜ୍ଞାନ ବିମୋହିତ ବ୍ୟକ୍ତିମାନଙ୍କର ମଧ୍ୟ ମୋକ୍ଷ ଲାଭ ହୁଏ । (ଶ୍ରୁତି ବର୍ଣ୍ଣିତ)
ସେହି ଅପୌରୁଷେୟ ଦାରୁ ସମୁଦ୍ରତୀରରେ ଭାସମାନ ହେଉଛନ୍ତି । ଏ ଦୁରାରାଧ୍ୟ । ଏହାଙ୍କୁ
ଉପାସନା କଲେ ଦୁର୍ଲଭ ମୁକ୍ତି ପ୍ରାପ୍ତ ହୁଏ ।
{{gap}}ଋଗ୍ବେଦର ଉଲ୍ଲିଖିତ ମନ୍ତ୍ର ସହିତ ଦାରୁବହ୍ର୍ମ ପୁରୁଷୋତ୍ତମଙ୍କ ସଂପର୍କ ନାହିଁ ବୋଲି କହିଛନ୍ତି ଗବେଷକ ଡକ୍ଟର ଗୌରାଙ୍ଗ ଚରଣ ନାୟକ, ଡକ୍ଟର ସତ୍ୟନାରାୟଣ ରାଜଗୁରୁ, ଡକ୍ଟର ଉମେଶ ପତ୍ରୀ, ସଚ୍ଚିଦାନନ୍ଦ ମିଶ୍ର ଓ ଟି.ଏନ୍ ଧର୍ମାଧିକାରୀ ପ୍ରମୁଖ । ଡକ୍ଟର ରାଜଗୁରୁ ଲେଖିଛନ୍ତି- "ଭୁଲରେ ଏହି ସୂତ୍ରଟି ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ପ୍ରତି ପ୍ରଯୁଜ୍ୟ କରି ନିଜେ ମଧ୍ୟ ତାହା ସନ୍ଦେହ କରିିବା ତାଙ୍କ (ସାୟଣାଚାର୍ଯ୍ୟଙ୍କ) ଭାଷ୍ୟରୁ ଜଣାଯାଏ । କାରଣ ଶଂସିତ ବୈଦିକ ସୂତ୍ରଟି ଅନ୍ୟ ପ୍ରସଙ୍ଗର ଅର୍ବୋଧ କରୁଛି ।" ଡକ୍ଟର ପତ୍ରୀ କହନ୍ତି- "ପ୍ରକୃତରେ ଋଗ୍ବେଦର ସେହି ମନ୍ତ୍ରଟି କ'ଣ ଶ୍ରୀଜଗନ୍ନାଥଙ୍କୁ ପ୍ରତିପାଦନ କରୁଛି? ଏହି ଅଲକ୍ଷ୍ମୀ ସୂକ୍ତରେ ପାଞ୍ଚଟି ମନ୍ତ୍ର ଅନୁଷ୍ଟପ ଛନ୍ଦରେ ପରସ୍ପର ସହିତ ଛନ୍ଦାୟିତ ହୋଇ ସଂରଚିତ ହୋଇଛି । ପୂର୍ବାପର ସଂପର୍କକୁ ନ ଜାଣିଲେ କେବଳ ଗୋଟିଏ<noinclude>{{right|ଶ୍ରୀଜଗନ୍ନାଥ ■ ୧୫}}</noinclude>
kxocpbw9w87lubgkgbvvs1y3dgejzh8
ପୃଷ୍ଠା:Sri Jagannath (MM Tripathy, 2012, 3e. 2014).pdf/୧୫
250
11344
54019
53979
2022-07-27T17:26:16Z
Ssgapu22
248
proofread-page
text/x-wiki
<noinclude><pagequality level="1" user="Ssgapu22" /></noinclude>ମନ୍ତ୍ରରୁ ପ୍ରତିପାଦ୍ୟ ବିଷୟ ଜଣାପଡ଼ିବ ନାହିଁ ା'' "ଦାରୁ' ଶବ୍ଦ ଦେଖି ତାକୁ ଜଗନ୍ନାଙ୍କ ଦାରୁମୂର୍ତ୍ତି
ବୋଲି ଧରିନେବା ଯୁକ୍ତିଯୁକ୍ତ ନୁହେଁ ା ବେଦରେ ଅଲକ୍ଷ୍ମୀକୁ ସମୁଦ୍ରରେ ଭାସୁିବା ଗୋଟିଏ ଦାରୁ
ବା କାଷ୍ଠ ଉପରେ ବସି ଅନ୍ୟତ୍ର ଚାଲିଯିବାପାଇଁ ନିର୍ଦ୍ଦେଶ ଦିଅାଯାଇଛି ା
ଅାହୁରି ମଧ୍ୟ କୁହାଯାଇଛି,କୌଣସି ବ୍ୟକ୍ତି ଯଦି ଧନ ବା ଲକ୍ଷ୍ମୀବିହୀନ ହୋଇ ଜୀବନ ଯାପନ
କରୁାନ୍ତି, ତେବେ ସେ ଋଗ୍ ବେଦ ଦଶମ ମଣ୍ଡଳର୧୫୫ ତମ ସୂକ୍ତର ପାଞ୍ଚଗୋଟି ମନ୍ତ୍ରକୁ ନିତ୍ୟ
ପ୍ରାତଃ କାଳରେ ସ୍ନାନ କରିବା ପରେ ୧୦୧ ର ଜପ କରନ୍ତୁ ା ଏହି ଜପ ପୂର୍ବରୁ ଓ ପରେ
ଗାୟତ୍ରୀ ମହାମନ୍ତ୍ରର ଗୋଟିଏ ମାଳା ଜପ ଅାବଶ୍ୟକ ା (ଯୁଗଶକ୍ତି ଗାୟତ୍ରୀ,ଜାନୁଅାରି,୨୦୦୫)
ବୌଦ୍ଧ ବଜ୍ରଯାନର ପ୍ରସିଦ୍ଧ ଗ୍ରନ୍ଥ "ଜ୍ଞାନସିଦ୍ଧି'ରେ ଉଲ୍ଲେଖ ଅଛି: "ପ୍ରଣିପତ୍ୟ ଜଗନ୍ନାଂ
ସର୍ବଜିନ ବରାର୍ଚ୍ଚିତମ୍ ା ସର୍ବ ବୁଦ୍ଧମୟଂ ସିଦ୍ଧି ବ୍ୟାପିନଂ ଗଗନୋପମମ୍ ା ା'' (୧/୧) ା ଏହି ଗ୍ରନ୍ଥର
ପ୍ରଣେତା ଖ୍ରୀ: ସପ୍ତମ/ଅଷ୍ଟମ ଶତାବ୍ଦୀର ସମ୍ୱଳକ (ଏବର ସମ୍ୱଲପୁର)ର ରାଜା ଇନ୍ଦ୍ରଭୂତି ା ଏହି
ଗ୍ରନ୍ଥର ମଙ୍ଗଳାଚରଣ ପାଠକରି କେତେଜଣ ଲେଖକ ତା ଗବେଷକ ମତ ଦିଅନ୍ତି ଯେ, ଏିରେ
ପ୍ରମରପାଇଁ "ଜଗନ୍ନା' ଶବ୍ଦ ବ୍ୟବହୃତ ହୋଇଛି ଓ ତାହା ଶ୍ରୀକ୍ଷେତ୍ରର ଜଗନ୍ନା ମହାପ୍ରଭୁଙ୍କୁ
ବୁଝାଉ ଅଛି ା ଏହି ଗ୍ରନ୍ଥରୁ ଉଦାହରଣ ଦେଇ ବୌଦ୍ଧ ଏପରିକି ଜୈନମାନେ ମଧ୍ୟ ଜଗନ୍ନା
ମହାପ୍ରଭୁଙ୍କୁ ଯାକ୍ରମେ ବୁଦ୍ଧ ଓ ଜୀନନା ମନେକରନ୍ତି ା
ନୀଳାଚଳ ଧାମର ପ୍ରସିଦ୍ଧି ଖ୍ରୀ: ଅଷ୍ଟମ ବା ନବମ ଶତାବ୍ଦୀରେ ିବା କା ମୁରାରି କବିଙ୍କ
"ଅନର୍ଘ ରାଘବ' ନାଟକରୁ ପ୍ରତିପାଦିତ ହୁଏ ବୋଲି ସତ୍ୟନାରାୟଣ ରାଜଗୁରୁ ଲେଖିଛନ୍ତି ା କିନ୍ତୁ
ମୁରାରିଙ୍କ ସମୟ ଏକାଦଶ ଶତାବ୍ଦୀ ବୋଲି ଐତିହାସିକ ନବୀନ କୁମାର ସାହୁ ମତ ଦେଇଛନ୍ତି ା
ପ୍ରଫେସର ସାହୁ ଅାହୁରି କହିଛନ୍ତି ଯେ, ଚୋଡ଼ଗଙ୍ଗଦେବଙ୍କ ଉତ୍କଳ ଅଧିକାର ପୂର୍ବରୁ
ପୁ ର ୀଠାରେ ପୁ ର ୁ େ ଷାତ୍ତମ ଜଗନ୍ନ ା ଙ୍କର ଏକ ମନ୍ଦି ର ି ବ ା କା ପ୍ର ା ଚୀନ ଗ୍ର ନ୍ଥ ଓ
ଅଭିଲେଖଗୁଡ଼ିକରୁ ଜଣାଯାଏ ା ଏହି ସବୁ ଗ୍ରନ୍ଥ ଓ ଅଭିଲେଖରୁ ଗୋଟିଏ ସୁଦ୍ଧା ଏକାଦଶ ଶତାବ୍ଦୀର
ପୂର୍ବବର୍ତ୍ତୀ ନୁହେଁ ା "ଅନର୍ଘ ରାଘବ'ର ଚରୟିତା ମୁରାରିଙ୍କ ସମୟ ଏକାଦଶ ଶତାବ୍ଦୀ, କୃଷ୍ଣମିଶଙ୍କ
୍ର
ରଚିତ "ପ୍ରବୋଧ ଚନ୍ଦ୍ରୋଦୟ' ନାଟକର ସମୟ ଖ୍ରୀଷ୍ଟାବ୍ଦ ୧୦୭୩ରୁ ୧୦୭୬ ମଧ୍ୟରେ ା
"ଭାସ୍ୱତି' ଓ "କୃତ୍ୟ କଳ୍ପତରୁ' ଗ୍ରନ୍ଥ ଯାକ୍ରମେ ୧୧୦୦ ଓ ୧୧୧୦ ଖ୍ରୀଷ୍ଟାବ୍ଦରେ ରଚିତ ା
"ବ୍ରହ୍ମ ଯାମଳ ତନ୍ତ୍ର' ଏକାଦଶ ଶତାବ୍ଦୀର ପୂର୍ବବର୍ତ୍ତୀ ନୁହେଁ ା
ଓଡ଼ିଅା ସାହିତ୍ୟରେ ଅାଦି କବି ସାରଳା ଦାସ (୧୫ଶ ଶତାବ୍ଦୀ)ଙ୍କ ମହାଭାରତରେ ପ୍ରମ
କରି ଶ୍ରୀଜଗନ୍ନାଙ୍କ ସଂପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରାଯାଇଛି ା ପରବର୍ତ୍ତୀ "ପଞ୍ଚସଖା'
ସାହିତ୍ୟରେ ଅର୍ାତ୍ ଜଗନ୍ନା ଦାସ, ଅଚ୍ୟୁତାନନ୍ଦ, ଯଶୋବନ୍ତ, ଅଚୁ୍ୟତ ଓ ଅନନ୍ତ ଦାସଙ୍କ
ରଚନାରେ ଶ୍ରୀଜଗନ୍ନାଙ୍କ ମାହାତ୍ମ୍ୟ ବର୍ଣ୍ଣିିତ ହୋଇଅଛି ା
୧୬
ଶ୍ରୀଜଗନ୍ନା
ଆଲବ ଘଯଷଜ୍ଞଶବ ଟ୍ଟଯଳ (ବବଲବଚ୍ଛଯଷଜ୍ଞଶବଅଵଲବଷକ୍ଷ.ମଚ୍ଛଲ)<noinclude>{{left|୧୪ ■ ଶ୍ରୀଜଗନ୍ନାଥ}}</noinclude>
h4tyv3fbbv9yow3oioih5brg5wqzbv3
ଦାର୍ଢ଼୍ୟତା ଭକ୍ତି/ରଘୁ ଅରକ୍ଷିତ ସମ୍ବାଦ
0
11354
54020
2022-07-28T10:13:44Z
2409:4062:203:FF04:0:0:29B9:A0
ହଁ
wikitext
text/x-wiki
ହଁ
b59x8ni4hjxh120z3ql4uydiaba979i